gulmarg-isnt-a-winter-wonderland-this-january-or

Baramulla, Jammu and Kashmir

Jan 24, 2024

ଗୁଲମର୍ଗରୁ ଉଭେଇ ଯାଇଛି ଶୀତ ଋତୁର ସୌନ୍ଦର୍ଯ୍ୟ

ଜାମ୍ମୁ-କାଶ୍ମୀରର ଏହି ଶୈଳ ନିବାସ ଶୀତକାଳୀନ ପର୍ଯ୍ୟଟନ ମରୁଡ଼ିକୁ ନେଇ ସଂଘର୍ଷ କରୁଛି

Want to republish this article? Please write to [email protected] with a cc to [email protected]

Author

Muzamil Bhat

ମୁଜାମିଲ୍ ଭଟ ହେଉଛନ୍ତି ଶ୍ରୀନଗରରେ ବାସ କରୁଥିବା ଜଣେ ମୁକ୍ତବୃତ୍ତ ଫଟୋ ସାମ୍ବାଦିକ ଓ ଚଳଚ୍ଚିତ୍ର ନିର୍ମାତା ଏବଂ ସେ 2022 ର ପରୀ ଫେଲୋ ଥିଲେ।

Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।