in-chhattisgarh-shaila-nritya-gets-going-or

Surguja, Chhattisgarh

Oct 23, 2023

ଛତିଶଗଡ଼ରେ ଶୈଲା ନୃତ୍ୟ

ରଙ୍ଗବେରଙ୍ଗର ବେଶଭୂଷା ଏବଂ ଏକାଧିକ ବାଦ୍ୟଯନ୍ତ୍ରର ତାଳେ ତାଳେ କେବଳ ପୁରୁଷମାନେ ଏହି ଅମଳ ପରବର୍ତ୍ତୀ ନୃତ୍ୟ ପରିବେଷଣ କରିଥାନ୍ତି

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Video Editor

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।