in-pusesavali-doctored-images-destroyed-lives-or

Satara, Maharashtra

Mar 28, 2024

ପୁସେସାୱଳିରେ ଜୀବନକୁ ବରବାଦ୍‌ କରୁଛି ସାମ୍ପ୍ରଦାୟିକ ହିଂସା

ମହାରାଷ୍ଟ୍ରରେ ବହୁସଂଖ୍ୟକ ହେବାର ଲାଭ ଉଠାଇ ହିନ୍ଦୁତ୍ୱବାଦୀ ଭିଡ଼ ସାମ୍ପ୍ରଦାୟିକତାର ନିଆଁରେ ଘିଅ ଢାଳୁଛି। ଫଟୋଶପ୍‌ ରେ ପରିବର୍ତ୍ତିତ ଫଟୋ, ବିକୃତ କରାଯାଇଥିବା ଭିଡିଓ ଏବଂ ଗୁଜବ ଏହି ନିଆଁକୁ ଆହୁରି ପ୍ରସାରିତ କରୁଛି, ଯାହାଫଳରେ ମୁସଲିମ୍‌ ଲୋକମାନେ ଧନଜୀବନ ହରାଉଛନ୍ତି

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।