knowing-your-onions-in-murshidabad-or

Murshidabad, West Bengal

May 21, 2024

ମୁର୍ଶିଦାବାଦରେ ଆପଣଙ୍କ ପିଆଜ ସହ ପରିଚୟ

ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାର ପିଆଜ କ୍ଷେତଗୁଡ଼ିକରେ କାମ କରୁଥିବା ମଲ ପାହାଡ଼ିଆ ଆଦିବାସୀ ମହିଳାମାନେ ଲୋକସଭା ନିର୍ବାଚନ ପରିପ୍ରେକ୍ଷୀରେ ପରୀକୁ ସେମାନଙ୍କର ପ୍ରାଥମିକତା – କାର୍ଯ୍ୟ, ଖାଦ୍ୟ, ଏହା ପରେ ଭୋଟ୍‌ - ବର୍ଣ୍ଣନା କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।