surviving-vidarbhas-mental-healthcare-maze-or

Yavatmal, Maharashtra

Jun 10, 2023

ବିଦର୍ଭରେ ମାନସିକ ସ୍ୱାସ୍ଥ୍ୟସେବାର ଚକ୍ରବ୍ୟୁହରେ ଜୀବନ

ଜଳବାୟୁ ପରିବର୍ତ୍ତନ, ଫସଲହାନି ଏବଂ ଦିନକୁ ଦିନ ବଢ଼ିବାରେ ଲାଗିଥିବା ଋଣଭାର ସହିତ ସଂଘର୍ଷରତ ଏଠାକାର ଚାଷୀମାନେ ବିଭିନ୍ନ ମାନସିକ ରୋଗର ଶିକାର ହୁଅନ୍ତି। ଏହି ସମସ୍ୟାର ମୁକାବିଲା ଦିଗରେ ସରକାରୀ ଯୋଜନାର ଅଭାବ ଏବଂ ବେସରକାରୀ ସଂସ୍ଥାଗୁଡ଼ିକର ମନଇଚ୍ଛା କାରବାର ଯୋଗୁଁ ସେମାନଙ୍କ ସ୍ଥିତି ଦୁର୍ବିସହ ହୋଇପଡ଼େ

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।