କଠାଫରରେ-ଜଙ୍ଗଲୀ-ହାତୀଙ୍କ-ଉପଦ୍ରବ

Nuapada, Odisha

Mar 02, 2023

କଠାଫରରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ

ଓଡ଼ିଶାର ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର ବାଉଁଶ ବୁଦା ଭୋକିଲା ହାତୀଙ୍କୁ ଆକୃଷ୍ଟ କରିଥାଏ ଯେଉଁମାନେ ବର୍ଷକୁ ଦୁଇ ଥର ଆସନ୍ତି । ଏହି ମାର୍ଗ ସିଧାସଳଖ ସେମାନଙ୍କୁ ବୁଦ୍ଧୁରାମ ଏବଂ ସୁଲକ୍ଷ୍ମୀ ଚିଣ୍ଡାଙ୍କ ଭଳି ଆଦିବାସୀ ଚାଷୀଙ୍କ ସହିତ ମୁହାଁମୁହିଁ କରିଥାଏ

Want to republish this article? Please write to [email protected] with a cc to [email protected]

Author

Ajit Panda

ଅଜିତ ପଣ୍ଡା ଓଡ଼ିଶାର ଖଡ଼ିଆଳ ସହରରେ ରହନ୍ତି । ସେ ‘ଦି ପାଓନିୟର’ର ଭୁବନେଶ୍ୱର ସଂସ୍କରଣର ନୂଆପଡ଼ା ଜିଲ୍ଲା ସମ୍ବାଦଦାତା ଏବଂ ସ୍ଥାୟୀ କୃଷି, ଆଦିବାସୀମାନଙ୍କର ଜମି ଏବଂ ଜଙ୍ଗଲ ଉପରେ ଅଧିକାର, ଲୋକନୃତ୍ୟ ଏବଂ ଉତ୍ସବ ସଂପର୍କରେ ବିଭିନ୍ନ ପତ୍ରପତ୍ରିକାରେ ଲେଖିଛନ୍ତି ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Editor

Priti David

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।