ଗୁଣାମୟ-ଦାଇଙ୍କ-ଯାଦୁକରୀ-ହାତ

Osmanabad, Maharashtra

Nov 16, 2022

ଗୁଣାମୟ ଦାଇଙ୍କ ଯାଦୁକରୀ ହାତ

ଓସମାନାବାଦ ଜିଲ୍ଲାର ଜଣେ ଅଭିଜ୍ଞ ଧାଈ ଗୁଣାମୟ କାମ୍ବଲେ ଶତାଧିକ ଶିଶୁଙ୍କର ଗୃହରେ ପ୍ରସବ କରାଇଛନ୍ତି, ଏପରିକି ଗର୍ଭଜନିତ ଜଟିଳତା ଥିବା ଶିଶୁଙ୍କ ପ୍ରସବ କରାଇବା କ୍ଷେତ୍ରରେ ମଧ୍ୟ ତାଙ୍କର ଦକ୍ଷତା ରହିଛି। କିନ୍ତୁ ଏବେ ଡାକ୍ତରଖାନାରେ ପ୍ରସବ ଉପରେ ଜୋର ଦିଆଯାଉଥିବା କାରଣରୁ ତାଙ୍କର ଏହି ଦୀର୍ଘ ଅଭିଜ୍ଞତାପୂର୍ଣ୍ଣ କୌଶଳ ମୂଲ୍ୟହୀନ ହୋଇପଡ଼ିଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।