who-drowned-delhi-or

New Delhi, Delhi

Sep 07, 2023

‘କିଏ ଦିଲ୍ଲୀକୁ ବୁଡ଼ାଇଲା?’

୨୦୨୩ ସେପ୍ଟେମ୍ବର ୮ ତାରିଖରେ ଜି୨୦ ବୈଠକ ଆୟୋଜନ ନିମନ୍ତେ ସଜବାଜ ହେଉଛି ରାଜଧାନୀ। କିନ୍ତୁ ତାହା ସମସ୍ତଙ୍କ ପାଇଁ ନୁହେଁ। ନିକଟ ଅତୀତର ବନ୍ୟାରେ ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ କାମ ଯୋଗୁଁ ବିସ୍ଥାପିତ ଦିଲ୍ଲୀ ବାସିନ୍ଦାମାନେ ଏବେ ବିଭିନ୍ନ ସର୍ବସାଧାରଣ ରାସ୍ତାରେ ରହିବାକୁ ବାଧ୍ୟ ହେଉଛନ୍ତି ଏବଂ ‘ନଜର ଆଢୁଆଳରେ ରହିବା ପାଇଁ’ ସେମାନଙ୍କୁ କୁହାଯାଉଛି

Want to republish this article? Please write to [email protected] with a cc to [email protected]

Author

Shalini Singh

ଶାଳିନୀ ସିଂହ ‘ପରୀ’ର ପ୍ରକାଶନୀ ସଂସ୍ଥା କାଉଣ୍ଟରମିଡିଆ ଟ୍ରଷ୍ଟର ଜଣେ ପ୍ରତିଷ୍ଠାତା ଟ୍ରଷ୍ଟି । ସେ ଦିଲ୍ଲୀର ଜଣେ ସାମ୍ବାଦିକା ଏବଂ ପରିବେଶ, ଲିଙ୍ଗଗତ ପ୍ରସଙ୍ଗ ଏବଂ ସଂସ୍କୃତି ସଂପର୍କରେ ଲେଖା ଲେଖନ୍ତି ଏବଂ ସେ ହାଭାର୍ଡ ବିଶ୍ୱବିଦ୍ୟାଳୟରେ ୨୦୧୭- ୧୮ର ନୀମାନ୍‌ ଫେଲୋ ଫର୍‌ ଜର୍ଣ୍ଣାଲିଜ୍‌ମ ଥିଲେ ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।