କୃଷକଙ୍କ-ଖାଦ୍ୟ-ଅପରାଧୀଙ୍କଠାରୁ-ବି-ଖରାପ

Mandya, Karnataka

Apr 26, 2019

କୃଷକଙ୍କ ଖାଦ୍ୟ ଅପରାଧୀଙ୍କଠାରୁ ବି ଖରାପ

କର୍ଣ୍ଣାଟକର ମାଣ୍ଡ୍ୟା ଜିଲ୍ଲାରେ ଜୟଲକ୍ଷ୍ମାମ୍ମାଙ୍କ ପରି ଅନେକ ମହିଳା ଏପର୍ଯ୍ୟନ୍ତ ଅସରନ୍ତି ଚାପ ଆଗରେ ଅନନ୍ୟ ପ୍ରତିରୋଧର ସହ ଛିଡ଼ା ହୋଇଛନ୍ତି। ଜୟଲକ୍ଷ୍ମାମ୍ମାଙ୍କ ସ୍ୱାମୀ ୪ବର୍ଷ ତଳେ ଆତ୍ମହତ୍ୟା କରିଥିଲେ।

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।