ବିଡ୍‌ର-ବାଳିକା-ବଧୂ-ଆଖୁ-କାଟୁଛନ୍ତି-ଆଶା-ପେଡୁଛନ୍ତି

Beed, Maharashtra

Aug 12, 2021

ବିଡ୍‌ର ବାଳିକା ବଧୂ: ଆଖୁ କାଟୁଛନ୍ତି, ଆଶା ପେଡୁଛନ୍ତି

ଏହି ମହାମାରୀ ପୂର୍ବରୁ ମଧ୍ୟ କଷ୍ଟକର ପରିସ୍ଥିତିରେ ଥିବା ମହାରାଷ୍ଟ୍ରର ବିଡ୍‌ ଜିଲ୍ଲାରେ ରେଖାଙ୍କ ପରି କିଶୋରୀମାନଙ୍କ ପରିସ୍ଥିତିକୁ ଆହୁରି ଖରାପ କରିଦେଉଛି । ଦାରିଦ୍ର୍ୟ ବୃଦ୍ଧି ପାଇବା, ସ୍କୁଲ୍ ବନ୍ଦ ହେବା ଏବଂ ଅନ୍ୟ କାରଣଗୁଡ଼ିକ ଝିଅମାନଙ୍କୁ ଶୀଘ୍ର ବିବାହ ପାଇଁ ବାଧ୍ୟ କରୁଛି

Translator

OdishaLIVE

Illustrations

Labani Jangi

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Illustrations

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।