ବିଲୁପ୍ତି-ପଥେ-ମା-ବନବିବିଙ୍କ-ପାଲା-ଗାନ୍‌

South 24 Parganas, West Bengal

Mar 28, 2023

ବିଲୁପ୍ତି ପଥେ ମା’ ବନବିବିଙ୍କ ପାଲା ଗାନ୍‌

ସୁନ୍ଦରବନର ସ୍ଥାନୀୟ ବାସିନ୍ଦାମାନେ ଅନେକ ଗୀତିନାଟ୍ୟ ପରିବେଷଣ କରିଥାନ୍ତି, ସେଥିମଧ୍ୟରୁ ଗୋଟିଏ ହେଉଛି ବନବିବି ପାଲା ଗାନ୍‌। ହେଲେ ରୋଜଗାର ନଥିବାରୁ ଅନେକ କଳାକାର ବାଧ୍ୟ ହୋଇ ପ୍ରବାସୀ ଶ୍ରମିକ ଭାବେ କାମ କରିବାକୁ ଚାଲି ଯାଉଛନ୍ତି, ତେଣୁ ଏହି ଲୋକ ନାଟ୍ୟ ପରିବେଷଣ କରୁଥିବା କଳାକାରଙ୍କ ସଂଖ୍ୟା ଏବେ ନଗଣ୍ୟ ହୋଇଯାଇଛି

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରୀତାୟନ ମୁଖାର୍ଜୀ କୋଲକାତାରେ ରହୁଥିବା ଜଣେ ଫଟୋଗ୍ରାଫର ଏବଂ ପରୀର ବରିଷ୍ଠ ଫେଲୋ। ସେ ଭାରତର ପ୍ରାଣୀପାଳକ ଓ ଯାଯାବର ସମ୍ପ୍ରଦାୟର ଜୀବନୀ ଉପରେ ଆଧାରିତ ଏକ ଦୀର୍ଘକାଳୀନ ପ୍ରକଳ୍ପ ଉପରେ କାମ କରୁଛନ୍ତି।

Editor

Dipanjali Singh

ଦୀପାଞ୍ଜଳି ସିଂ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ସହାୟକ ସମ୍ପାଦିକା। ସେ ପରୀ ଲାଇବ୍ରେରୀ ପାଇଁ ଗବେଷଣା କରିବା ସହିତ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।