ମହିଳା-ଓ-ଦୀପ---ଏପ୍ରିଲ୍‌-୫-ପାଇଁ-ଏକ-କବିତା

Ahmedabad, Gujarat

May 12, 2020

ମହିଳା ଓ ଦୀପ – ଏପ୍ରିଲ୍‌ ୫ ପାଇଁ ଏକ କବିତା

ଏପ୍ରିଲ୍‌ ୫ରେ ନଅ ମିନିଟ୍‌ ପର୍ଯ୍ୟନ୍ତ ବିଜୁଳୀ ବତୀଗୁଡିକୁ ବନ୍ଦ କରାଯାଇ ଦୀପ ପ୍ରଜ୍ଜ୍ୱଳିତ କରାଯିବା କାର୍ଯ୍ୟକ୍ରମ ବିଭିନ୍ନ ଲୋକଙ୍କୁ ଭିନ୍ନ ଭିନ୍ନ ଭାବେ ପ୍ରଭାବିତ କରିଛି । ଅହମଦାବାଦର ଜଣେ କବି ଏହିପରି ଭାବେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି...

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।