ମାଜୁଲିରେ-ମିସିଂ-ମଦ-ପ୍ରସ୍ତୁତି

Majuli, Assam

Mar 16, 2023

ମାଜୁଲିରେ ମିସିଂ ମଦ ପ୍ରସ୍ତୁତି

ମାଜୁଲି ଦ୍ୱୀପର ବାସିନ୍ଦା ଜୁନାଲୀ ରିସଙ୍ଗ ‘ଅପୋଙ୍ଗ’ ତିଆରି କରିବାରେ ଖୁବ୍‌ ଦକ୍ଷ ଏବଂ ଅଧିକାଂଶ ଦିନ ସକାଳୁ ସେ ନିଜ ଘରେ ଏହାକୁ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଥାନ୍ତି । ଭାତରେ ପ୍ରସ୍ତୁତ ବିୟର (ମଦ) କୁ ତାଙ୍କ ସମୁଦାୟର ଏକ ପ୍ରମୁଖ ପାନୀୟ ଭାବେ ସେବନ କରାଯାଇଥାଏ, ଏହା ମଧ୍ୟ ତାଙ୍କୁ ରୋଜଗାର ଦେଇଥାଏ

Photographs

Priti David and Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।