ସୈନିକ-ତକଲି---ଏକ-ଶତାବ୍ଦୀ-ପାଇଁ-ସେନାବାହିନୀ

Kolhapur, Maharashtra

Jan 07, 2021

ସୈନିକ ତକଲି - ଏକ ଶତାବ୍ଦୀ ପାଇଁ ସେନାବାହିନୀ

ମହାରାଷ୍ଟ୍ରର ଏହି ଗାଁ ପ୍ରଥମ ବିଶ୍ୱଯୁଦ୍ଧ ପରଠାରୁ ସଶସ୍ତ୍ର ବାହିନୀକୁ ସୈନିକ ପଠାଉଥିଲେ ହେଁ ଅନେକ ପରିବାର ସରକାରଙ୍କଠାରୁ ତାଙ୍କର ପ୍ରାପ୍ୟ ପାଇନାହାନ୍ତି, ତଥାପି ଏହି ସେବା ପ୍ରତି ଗଭୀର ଆଗ୍ରହ ରହିଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।