it-is-not-the-kaas-of-my-childhood-or

Satara, Maharashtra

Jan 18, 2024

‘ଏହା ମୋ ପିଲା ଦିନର କାସ୍‌ ନୁହେଁ’

ସ୍ଥାନୀୟ ପ୍ରଜାତିର ଉଦ୍ଭିଦ ଓ ପ୍ରାଣୀମାନଙ୍କର ବାସସ୍ଥାନ, ପଶ୍ଚିମ ଘାଟର କାସ୍‌ ମାଳଭୂମି ୧,୬୦୦ ହେକ୍ଟର ପଥର ଚଟାଣ ଉପରେ ସ୍ଥିତ ଏକ ଅଦ୍ୱିତୀୟ ପରିଦୃଶ୍ୟ ଅଟେ। ତେବେ ଅନିୟନ୍ତ୍ରିତ ପର୍ଯ୍ୟଟନ ଏହି ସମ୍ବେଦନଶୀଳ ପରିବେଶ ପରିତନ୍ତ୍ର ପାଇଁ ବିପଦ ସୃଷ୍ଟି କରିଛି

Author

Jyoti

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।