the-teacher-who-dreams-big-for-her-students-or

Chatra, Jharkhand

Aug 02, 2025

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସ୍ଵପ୍ନ ଦେଖୁଥିବା ଜଣେ ଶିକ୍ଷୟିତ୍ରୀ…

ଝାଡ଼ଖଣ୍ଡର ଜଣେ ଆଦିବାସୀ ଶିକ୍ଷୟିତ୍ରୀ ଏଭଳି ଏକ ପାଠ୍ୟଖସଡ଼ା ପ୍ରସ୍ତୁତ କରିଛନ୍ତି, ଯାହା ଜନଜାତି ସମୁଦାୟର ଅଧିକରୁ ଅଧିକ ପିଲାମାନଙ୍କୁ ଶ୍ରେଣୀଗୃହକୁ ଆକର୍ଷିତ କରୁଛି

Editor

Urja

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sandhya Lakra

ସନ୍ଧ୍ୟା ଲାକ୍ରା ଜଣେ ବୃତ୍ତଚିତ୍ର ନିର୍ମାତା ଏବଂ ପ୍ରକୃତି ଶିକ୍ଷକ ଅଟନ୍ତି। ସେ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜୈବବିବିଧତା ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ବିଷୟରେ ଶିକ୍ଷାଦାନ କରୁଛନ୍ତି। ସେ ଝାଡ଼ଖଣ୍ଡର ଜଣେ ଆଦିବାସୀ ମହିଳା।

Editor

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।