ଆରଏଚଓମାନଙ୍କ-ବିନା-ଆମେ-ଅସହାୟ-ଓ-ନିରାଶ

Narayanpur, Chhattisgarh

Jul 12, 2021

‘ଆରଏଚଓମାନଙ୍କ ବିନା ଆମେ ଅସହାୟ ଓ ନିରାଶ'

ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ସ୍ୱତନ୍ତ୍ର ଆଦିବାସୀ ଅଞ୍ଚଳର ଜଣେ ବରିଷ୍ଠ ଗ୍ରାମୀଣ ସ୍ୱାସ୍ଥ୍ୟ ଅଧିକାରୀ ଭାବରେ ଉର୍ମିଲା ଡୁଗାଙ୍କ କାର୍ଯ୍ୟର ତାଲିକା ଲମ୍ବା - ଏବଂ ଏହା ତାଙ୍କ ପରି ଆରଏଚଓମାନଙ୍କ କାରଣରୁ ଗ୍ରାମାଞ୍ଚଳରେ ଜନସ୍ୱାସ୍ଥ୍ୟ ବ୍ୟବସ୍ଥା କାର୍ଯ୍ୟ କରୁଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।