chadar-badni-puppets-at-santhal-festival-or

Birbhum, West Bengal

Jul 21, 2023

ସାନ୍ତାଳ ପର୍ବରେ ଚାଦର ବାଦନି କଣ୍ଢେଇ ନାଚ

ବୀରଭୂମ ଜିଲ୍ଲାର ତପନ ମୁର୍ମୁ ଜଣେ ଯୁବ ସାନ୍ତାଳ ଆଦିବାସୀ ଚାଷୀ ଏବଂ ସେ ଫସଲ ଅମଳ ପର୍ବ ଅବସରରେ କଣ୍ଢେଇ ନାଚ ଜରିଆରେ ନିଜର କଳା ମଧ୍ୟ ପ୍ରଦର୍ଶନ କରନ୍ତି - ଯେଉଁ କଳାକୁ ତାଙ୍କ ପିଢ଼ିର ଅଳ୍ପ କେଇ ଜଣ ମାତ୍ର ଆଦରି ନେଇଥିବାରୁ ସେ ଚିନ୍ତିତ

Want to republish this article? Please write to [email protected] with a cc to [email protected]

Author

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।