water-not-any-drop-to-drink-or

Mar 22, 2024

ପାଣି, ପାଣି… କେଉଁଠି ନାହିଁ, ପିଇବାକୁ ଗୋଟିଏ ବୁନ୍ଦା ନାହିଁ

ସାରା ଦେଶରେ ଖରା ବଢ଼ିବା ସହିତ, ପାଣି ମିଳିବାକୁ ନେଇ ଭୟ ଓ ଆଶଙ୍କା ବୃଦ୍ଧି ପାଇଥାଏ। ୨୨ ମାର୍ଚ୍ଚ, ବିଶ୍ୱ ଜଳ ଦିବସ ଉପଲକ୍ଷେ ଅନେକ ଲୋକ ବଞ୍ଚିତ ହୋଇଥିବା ଏକ ମୌଳିକ ଆବଶ୍ୟକତା- ସ୍ୱଚ୍ଛ ପାନୀୟ ଜଳର ଉପଲବ୍ଧତା କ୍ଷେତ୍ରରେ ରହିଥିବା ଅସମାନତା ଏବଂ ଅନ୍ୟାୟକୁ ନେଇ ପରୀର ଏକ ବିଶେଷ ଉପସ୍ଥାପନା

Want to republish this article? Please write to [email protected] with a cc to [email protected]

Author

PARI Team

Editors

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Editors

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।