my-mother-and-her-life-of-struggle-or

Tirunelveli, Tamil Nadu

Sep 20, 2025

ମୋର ମା’ ଏବଂ ତାଙ୍କର ଜୀବନ ସଂଘର୍ଷ

ତାମିଲନାଡୁ ସରକାରୀ ମଡେଲ୍ ସ୍କୁଲରେ ପଢୁଥିବା ୧୬ ବର୍ଷ ବୟସର ଜଣେ କିଶୋରୀ ଜୀବନରେ ପ୍ରଥମଥର ପାଇଁ କ୍ୟାମେରା ଧରି ତାଙ୍କ ମା’ଙ୍କ ଜୀବନର ଗୋଟିଏ ଦିନକୁ ସେଥିରେ କଏଦ କରିଛନ୍ତି। ଏକ ଫଟୋ କାହାଣୀ

Want to republish this article? Please write to [email protected] with a cc to [email protected]

Author

Keerthi S.

କୀର୍ତ୍ତି ଏସ୍‌. ତାମିଲନାଡୁର ତିନକାସି ଜିଲ୍ଲାର ସରକାରୀ ଆଦର୍ଶ ବିଦ୍ୟାଳୟରେ ପଢୁଥିବା ଜଣେ ଦ୍ଵାଦଶ ଶ୍ରେଣୀର ଛାତ୍ରୀ, ସେ ଫଟୋଗ୍ରାଫିରେ ରୁଚି ରଖନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Photo Editor

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।