କୁନୋ-ଜାତୀୟ-ଉଦ୍ୟାନରେ-କାହାକୁ-ହେଲେ-ମିଳେ-ନାହିଁ-ସିଂହଭାଗ

Sheopur, Madhya Pradesh

Jul 04, 2022

କୁନୋ ଜାତୀୟ ଉଦ୍ୟାନରେ, କାହାକୁ ହେଲେ ମିଳେ ନାହିଁ ସିଂହଭାଗ

ସିଂହମାନଙ୍କ ବସବାସ ଲାଗି ମଧ୍ୟ ପ୍ରଦେଶର ଶେଓପୁର ଜିଲ୍ଲାର ବିଭିନ୍ନ ବନାଞ୍ଚଳ ଗ୍ରାମରେ ରହିଆସୁଥିବା ମୁଖ୍ୟତଃ ସହରିୟା ଆଦିବାସୀ ଓ ଦଳିତ ପରିବାରମାନଙ୍କୁ ନିଜ ନିଜ ଘରୁ ବିସ୍ଥାପିତ କରାଗଲା। ଏହା ଭିତରେ ୨୩ ବର୍ଷ ବିତିଗଲାଣି...ଅଥଚ ସିଂହମାନେ ପହଞ୍ଚିନାହାନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।