ମୋର-ଗର୍ଭପାତ-ହୋଇଥିଲା-ବୋଲି-ଅନ୍ୟମାନଙ୍କୁ-ଜଣାଇବାକୁ-ଚାହୁଁ-ନ-ଥିଲି

South 24 Parganas, West Bengal

Mar 11, 2022

‘ମୋର ଗର୍ଭପାତ ହୋଇଥିଲା ବୋଲି ଅନ୍ୟମାନଙ୍କୁ ଜଣାଇବାକୁ ଚାହୁଁ ନ ଥିଲି’

ସେମାନଙ୍କର ନଦୀ ପାଣି ଅଧିକ ଲୁଣିଆ, ଗ୍ରୀଷ୍ମ ଅଧିକ ଉତ୍ତପ୍ତ, ଏବଂ ଉପଲବ୍ଧ ସର୍ବସାଧାରଣ ସ୍ୱାସ୍ଥ୍ୟସେବା ଏକ ଦୂର ସ୍ୱପ୍ନ । ଏ ସବୁ କାରଣ ମିଳିତ ଭାବେ ସୁନ୍ଦରବନରେ ମହିଳାଙ୍କୁ ସ୍ୱାସ୍ଥ୍ୟ ସମସ୍ୟାର ଚକ୍ରବ୍ୟୁହରେ ଫସାଇ ଦେଇଛି

Translator

OdishaLIVE

Illustrations

Labani Jangi

Want to republish this article? Please write to [email protected] with a cc to [email protected]

Author

Urvashi Sarkar

ଉର୍ବଶୀ ସରକାର ହେଉଛନ୍ତି ଜଣେ ସ୍ୱାଧୀନ ସମ୍ବାଦିକା ଓ ୨୦୧୬ ପରୀ ଫେଲୋ

Illustrations

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Photographs

Ritayan Mukherjee

ରିତାୟନ ମୁଖାର୍ଜୀ ହେଉଛନ୍ତି କୋଲକାତାରେ ଅବସ୍ଥାନ କରୁଥିବା ଜଣେ ଫଟୋଗ୍ରାଫର ଓ ‘ପରୀ’ର ବରିଷ୍ଠ ଫେଲୋ। ସେ ଭାରତର ପଶୁପାଳକ ଓ ଯାଯାବର ଶ୍ରେଣୀର ଜୀବନଧାରାକୁ ସଂକଳିତ କରିବା ପାଇଁ ଏକ ଦୀର୍ଘ-କାଳୀନ ପ୍ରକଳ୍ପରେ କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।