every-house-is-like-a-graveyard-or

Dharmapuri, Tamil Nadu

Feb 24, 2024

‘ପ୍ରତି ଘର ଏକ ମଶାଣି ଭଳି ଥିଲା’

ତାମିଲନାଡ଼ୁର କ୍ରିଷ୍ଣାଗିରି ନିକଟରେ ଥିବା ବାଣ ଗୋଦାମରେ ବାଣ ବିସ୍ଫୋରଣ ଯୋଗୁଁ ଆଠ ଜଣ ଶିଶୁଙ୍କ ମୃତ୍ୟୁ ଘଟିବା ଭଳି ହୃଦୟବିଦାରକ ଘଟଣା ଘଟିବା ପରେ ଗୋଟିଏ ଗାଁ ସମ୍ପୂର୍ଣ୍ଣ ନିରବୀ ଯାଇଛି । ଦୀପାବଳି ପୂର୍ବରୁ ଗୋଟିଏ ମାସରେ ପରସ୍ପରର ଭଲ ବନ୍ଧୁ ହୋଇଥିବା ଦଳିତ ସମ୍ପ୍ରଦାୟର ଆଠ ଜଣ ଛୋଟ ପିଲା ଋଣ ସୁଝିବା, କଲେଜ୍‌ ଫି’ ଦେବା ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଖର୍ଚ୍ଚ ମେଣ୍ଟାଇବା ପାଇଁ ବାଣ କାରଖାନା ଭିତରକୁ କାମ ପାଇଁ ଯାଇଥିଲେ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।