in-bhandara-a-series-of-strange-and-unfortunate-events-or

Bhandara, Maharashtra

Apr 23, 2024

ଭଣ୍ଡାରାରେ ଅଦ୍ଭୁତ ଏବଂ ଦୁର୍ଭାଗ୍ୟଜନକ ଘଟଣାବଳୀ

କାମଧନ୍ଦା ମିଳୁ ନଥିବାରୁ ମହାରାଷ୍ଟ୍ରର ଏହି ଜିଲ୍ଲାର ଯୁବ ଗୋଷ୍ଠୀ ନିଜ ନିଜର ଗାଁ ଛାଡ଼ି ପଳାଇ ଯାଉଛନ୍ତି । ସେମାନଙ୍କ ପାଇଁ ୨୦୨୪ର ସାଧାରଣ ନିର୍ବାଚନ ନିହାତି ଅପ୍ରାସଙ୍ଗିକ

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର ନାଗପୁରର ଜଣେ ସାମ୍ବାଦିକ ଓ ଲେଖକ, ଏବଂ ‘ପରୀ’ର କୋର୍ ଟିମ୍ ସଦସ୍ୟ ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।