the-many-masks-of-majuli-or

Majuli, Assam

Jun 22, 2023

ମାଜୁଲିର ଅନେକ ମୁଖା

ଗୋସ୍ୱାମୀ ପରିବାର ବହୁପିଢ଼ି ଧରି ମୁଖା ତିଆରି କରି ଆସୁଛନ୍ତି । ସେମାନଙ୍କ ହସ୍ତଶିଳ୍ପ ଏହି ଦ୍ୱୀପର ସ୍ଥାନୀୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏକ ଅପରିହାର୍ଯ୍ୟ ଅଙ୍ଗ ହୋଇଥାଏ

Author

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।