trapped-by-climate-change-in-the-brahmaputra-or

Darrang, Assam

Oct 17, 2024

ବ୍ରହ୍ମପୁତ୍ରରେ ଜଳବାୟୁ ପରିବର୍ତ୍ତନ କାରଣରୁ ଫସିଥିବା ଲୋକ

ଜଲାଲ ଅଲୀ ପେଟ ପୋଷିବା ଲାଗି ସେପ୍ପା, ବାଏର, ଦାର୍କି, ଦୁଏର, ଦିୟାର ଭଳି ସ୍ୱଦେଶୀ ବାଉଁଶର ମାଛ ଜାଲ ତିଆରି କରନ୍ତି। କିନ୍ତୁ ଅନିୟମିତ ମୌସୁମୀ କାରଣରୁ ଆସାମର ଅନେକ ଜଳାଶୟ ସଂକୁଚିତ ହୋଇଯାଇଛି ଏବଂ ମାଛ ଧରା ଜାଲର ଚାହିଦା ଦ୍ରୁତ ଗତିରେ ହ୍ରାସ ପାଇଛି ଏବଂ ଏଥିସହିତ ତାଙ୍କ ଆୟ ମଧ୍ୟ କମିଛି

Want to republish this article? Please write to [email protected] with a cc to [email protected]

Author

Mahibul Hoque

ମାହିବୁଲ ହକ୍‌ ଆସାମରେ ରହୁଥିବା ଜଣେ ମଲ୍ଟିମିଡିଆ ସାମ୍ବାଦିକ ଏବଂ ଗବେଷକ। ସେ ୨୦୨୩ର ପରୀ-ଏମଏମଏଫ ଫେଲୋ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।