where-will-we-go-leaving-everything-behind-or

Birbhum, West Bengal

Jul 06, 2023

‘ସବୁ କିଛି ଛାଡ଼ି ଆମେ କେଉଁଠିକି ଯିବୁ?’

ପଶ୍ଚିମବଙ୍ଗର ଦେଓଚା ପାଚମୀ କୋଇଲା ଖଣି ଅଞ୍ଚଳରେ ନିଜ ନିଜର ଜମି ଓ ଜୀବିକାକୁ ରକ୍ଷା କରିବା ଲାଗି ଚାଲିଥିବା ପ୍ରତିବାଦ ଆନ୍ଦୋଳନର ସମ୍ମୁଖ ଭାଗରେ ଅଛନ୍ତି ମହିଳାମାନେ। ଚିତ୍ର ଅଙ୍କନ ଜରିଆରେ ସେମାନଙ୍କର ଏହି ନିଷ୍ଠାପର ଲଢ଼େଇର କାହାଣୀ ଶୁଣାନ୍ତି ଜଣେ ଚିତ୍ରକର

Want to republish this article? Please write to [email protected] with a cc to [email protected]

Author

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।