କୁସ୍ତିର-ଧାରା-ବିବରଣୀରେ-ସାମାଜିକ-ଚେତନା

Kolhapur, Maharashtra

Jan 30, 2020

କୁସ୍ତିର ଧାରା ବିବରଣୀରେ ସାମାଜିକ ଚେତନା

ମହାରାଷ୍ଟ୍ରର ମଲ୍ଲକୁସ୍ତି ଦୁନିଆର ଜଣେ ଖ୍ୟାତିସମ୍ପନ୍ନ ବ୍ୟକ୍ତି ହେଉଛନ୍ତି କୋଥଳି ଗ୍ରାମର ଶଙ୍କର ରାଓ ପୁଜାରୀ। ତାଙ୍କର ନିଜସ୍ୱ ସ୍ୱତନ୍ତ୍ର ବିବରଣ ପ୍ରଦାନ କରିବା ଶୈଳୀ ଯୋଗୁଁ, ସେ ଏପରି ଏକ ଖେଳ ଆଡ଼କୁ ଲୋକମାନଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ସମର୍ଥ ହୋଇପାରିଛନ୍ତି ଯାହାର ଲୋକପ୍ରିୟତା ଗୋଟିଏ ସମୟରେ ହ୍ରାସ ପାଇବାରେ ଲାଗିଥିଲା

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।