ଅଜ୍ଞାତ-ଭବିଷ୍ୟତ-ସନ୍ଧାନରେ-ତାମିଲନାଡୁର-ଲଙ୍କା-ଚାଷୀ

Ramanathapuram, Tamil Nadu

Jul 08, 2022

ଅଜ୍ଞାତ ଭବିଷ୍ୟତ ସନ୍ଧାନରେ ତାମିଲନାଡୁର ଲଙ୍କା ଚାଷୀ

ଲାଭଜନକ ଲଙ୍କା ଫସଲରେ ସନ୍ନିହିତ ବାଧାବିଘ୍ନ: ଅନିଶ୍ଚିତ ଦରଦାମ, ଜଳାଭାବ ଏବଂ ଜଳବାୟୁ ପରିବର୍ତ୍ତନ ସଂପର୍କରେ ଆମକୁ ଅବଗତ କରାଇ ଦିଅନ୍ତି ଜେ.ଆଡ଼େକାଲାସେଲ୍‌ଭି, ତାମିଲନାଡୁର ସର୍ବାଧିକ ଲଙ୍କା ଉତ୍ପାଦନକାରୀ ଜିଲ୍ଲା ରାମନାଥପୁରମର ଜଣେ ଚାଷୀ

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Photographs

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।