ଅନିଶ୍ଚିତତାର-ବାଦଲ

Leh, Jammu and Kashmir

Jul 29, 2019

ଅନିଶ୍ଚିତତାର ବାଦଲ

ଏଲ୍‌ଓସି ନିକଟବର୍ତ୍ତୀ ଅଞ୍ଚଳରେ ଉଚ୍ଚ-ପତନରେ ଅବସ୍ଥିତ ନୁବ୍ରା ଉପତ୍ୟକାରେ ଥିବା ତୁର୍‌ତୁକ୍‌ ଗ୍ରାମର ବାଲ୍‌ଟି ସମ୍ପ୍ରଦାୟର ଲୋକମାନେ, ଜଳବାୟୁରେ ହେଉଥିବା ବଡଧରଣର ପରିବର୍ତ୍ତନ ଜନିତ ପ୍ରଭାବ, ସେଠାର ସ୍ଥାନୀୟ ଅର୍ଥନୀତି ଓ ସଂସ୍କୃତିରେ ହେଉଥିବା ପରିବର୍ତ୍ତନ ସହିତ ତାଳମେଳ ରକ୍ଷା କରି ବଞ୍ଚିବା ପାଇଁ ଚେଷ୍ଟା କରୁଛନ୍ତି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।