ଅନ୍ନଦାତା-ଓ-ସରକାର-ବାହାଦୂର

Apr 25, 2023

ଅନ୍ନଦାତା ଓ ସରକାର ବାହାଦୂର

କ୍ଷମତାଶାଳୀ ଗୋଷ୍ଠୀ ଯେତେବେଳେ ସରକାରୀ ଦସ୍ତାବିଜ୍ ତଥ୍ୟକୁ ଓଲଟପାଲଟ କରନ୍ତି, କବିଟିଏ ଶବ୍ଦ ବ୍ୟବହାର କରି ସତ୍ୟ ପ୍ରକାଶ କରିବାକୁ ଚେଷ୍ଟା କରେ। ଏହି କବିତାଟି ଉତ୍ତର ପ୍ରଦେଶ ଓ ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ ହେଉଥିବା ଚାଷୀ ଆତ୍ମହତ୍ୟା ସମ୍ପର୍କରେ

Poem and Text

Devesh

Illustration

Shreya Katyayini

Translator

Kapilas Bhuyan

Want to republish this article? Please write to [email protected] with a cc to [email protected]

Illustration

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।

Poem and Text

Devesh

ଦେବେଶ ଜଣେ କବି, ସାମ୍ବାଦିକ, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକ। ସେ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆରେ ହିନ୍ଦୀ ଭାଷା ସମ୍ପାଦକ ଓ ହିନ୍ଦୀ ଅନୁବାଦ ସମ୍ପାଦକ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।