ଅମ୍‌ତାର-ପଥର-ଖଚିତ-ଶାଢି-ତିଆରି-କଳା

Howrah, West Bengal

Jan 07, 2021

ଅମ୍‌ତାର ପଥର ଖଚିତ ଶାଢି ତିଆରି କଳା

ହାୱଡା ଜିଲ୍ଲାର ଅମ୍‌ତା ଟାଉନ୍‌ ନିବାସୀ ବିଜୁଳି ପାତ୍ର ଓ ଅନ୍ୟ ମହିଳାମାନେ ଘରେ ରହି ମାତ୍ରାନୁପାତୀ ଦରରେ କାମ କରୁଛନ୍ତି ଓ ଆବଶ୍ୟକତା ପୂରଣ ପାଇଁ କିଛି ଅର୍ଥ ଉପାର୍ଜନ କରିପାରୁଛନ୍ତି ।

Want to republish this article? Please write to [email protected] with a cc to [email protected]

Author

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।