ଅର୍ଥନୈତିକ-ସମାବେଶନର-ଶିକାର-ମୁଲା

Sitapur, Uttar Pradesh

Apr 02, 2019

‘ଅର୍ଥନୈତିକ ସମାବେଶନ’ର ଶିକାର ମୁଲା

ଉତ୍ତରପ୍ରଦେଶର ଦାଡେଓରା ଗାଁରେ ମୁଲା କରିଥିବା ମନରେଗା କାମର ମଜୁରୀ କିଛି ମାସ ହେଲା ଅନଲାଇନ୍ ଆକାଉଣ୍ଟ ଏବଂ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବା ମଝିରେ ଫସି ରହିଛି । ଅନେକ ସମୟରେ ଏହା ଗ୍ରାମୀଣ ଅଞ୍ଚଳର ଗରିବ ଲୋକମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Puja Awasthi

ଲେଖକ ପରିଚୟ: ପୂଜା ଅୱସ୍ତି ଜଣେ ମୁକ୍ତବୃତ୍ତି ଖବରକାଗଜ ଓ ଅନ୍ଲାଇନ୍ ସାମ୍ବାଦିକ। ଲକ୍ଷ୍ନୌରେ ରହୁଥିବା ପୂଜା ଜଣେ ଉଦୀୟମାନ ଫଟୋଗ୍ରାଫର। ସେ ଯୋଗ, ଭ୍ରମଣ ଓ ସବୁ ହାତ ତିଆରି ଜିନିଷକୁ ଭଲ ପାଆନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।