ଅଶାନ୍ତ-ନଦୀ-ମୁହାଣ

Krishna, Andhra Pradesh

Sep 16, 2019

ଅଶାନ୍ତ ନଦୀ ମୁହାଣ

ବିଜୟୱାଡ଼ା ଓ ‘ନୂଆ’ ଅମରାବତୀ ଭଳି ନଦୀପାର୍ଶ୍ୱର ବହୁ ପ୍ରକଳ୍ପ ପାଇଁ ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ନଦୀ ତଟରେ ରହୁଥିବା ମତ୍ସଜୀବୀ ସଂପ୍ରଦାୟଙ୍କୁ ଘର ଓ ଜୀବିକା ଛାଡିବାକୁ ବାଧ୍ୟ କରାଯାଉଛି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Rahul Maganti

ଆନ୍ଧ୍ର ପ୍ରଦେଶର ବିଜୟୱାଡ଼ାରେ ରହୁଥିବା ରାହୁଲ ମାଗାନ୍ତି ଜଣେ ସ୍ୱାବଲମ୍ବୀ ସାମ୍ବାଦିକ ଏବଂ 2017ର PARI ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।