ଅସୁଣ୍ଡିର-ଦଳିତ-ମହିଳାଙ୍କ-ଗୋପନୀୟ-ଯନ୍ତ୍ରଣା

Haveri, Karnataka

Aug 19, 2022

ଅସୁଣ୍ଡିର ଦଳିତ ମହିଳାଙ୍କ ଗୋପନୀୟ ଯନ୍ତ୍ରଣା

କମ୍‌ ମଜୁରି ଏବଂ ‘ଅନାହାର ଖାଦ୍ୟ’ ହାଭେରୀ ଜିଲ୍ଲାର ଏହି ଗ୍ରାମରେ ମହିଳାମାନଙ୍କ କଲ୍ୟାଣ ଉପରେ ପ୍ରତିକୂଳ ପ୍ରଭାବ ପକାଇଥାଏ। ଆହୁରି ସେମାନଙ୍କ କଲୋନୀରେ ଶୌଚାଳୟର ଅଭାବ କାରଣରୁ ଋତୁଚକ୍ର ଜନିତ ଅସୁସ୍ଥତାରେ ପୀଡ଼ିତ ମହିଳାଙ୍କ ସ୍ଥିତି ସଙ୍ଗୀନ ହୋଇପଡ଼ିଥାଏ

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।