ଆଦିବାସୀ-ଏବଂ-ଚନ୍ଦ୍ର-ମଣିଷ

Narmada, Gujarat

May 13, 2022

ଆଦିବାସୀ ଏବଂ ‘ଚନ୍ଦ୍ର ମଣିଷ’

ଗୁଜରାଟର ନର୍ମଦା ଜିଲ୍ଲାର ଜଣେ ଆଦିବାସୀ କବି ପାଞ୍ଚଟି କବିତାର ଏକ ଶୃଙ୍ଖଳାରେ ଆଦିବାସୀ ସମ୍ପ୍ରଦାୟର ଜୀବନ୍ତ ଅନୁଭୂତି ଓ ବିଶ୍ୱାସ ବାବଦରେ ବର୍ଣ୍ଣନା କରିଛନ୍ତି । ଏହା ଗୋଟିଏ ଶୃଙ୍ଖଳାରେ ଦ୍ୱିତୀୟ ଅଟେ

Poem and Text

Jitendra Vasava

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Poem and Text

Jitendra Vasava

ଜିତେନ୍ଦ୍ର ବାସବ ଗୁଜରାଟ ନର୍ମଦା ଜିଲ୍ଲାର ମହୁପଡ଼ା ଗାଁର ଜଣେ କବି, ଯିଏ ଦେହୱାଲି ଭିଲି ଭାଷାରେ ଲେଖନ୍ତି। ସେ ଆଦିବାସୀ ସାହିତ୍ୟ ଏକାଡେମୀ (୨୦୧୪) ର ପ୍ରତିଷ୍ଠାତା ସଭାପତି ଏବଂ ଆଦିବାସୀ ସ୍ୱରଗୁଡ଼ିକ ଉଦ୍ଦେଶ୍ୟରେ ସମର୍ପିତ ଏକ କବିତା ପତ୍ରିକା ଲାଖାରାର ସମ୍ପାଦକ। ସେ ମଧ୍ୟ ଆଦିବାସୀ ମୌଖିକ ସାହିତ୍ୟ ଉପରେ ଚାରିଟି ପୁସ୍ତକ ପ୍ରକାଶିତ କରିଛନ୍ତି। ତାଙ୍କର ଡକ୍ଟରେଟ ଗବେଷଣା ନର୍ମଦା ଜିଲ୍ଲାର ଭିଲମାନଙ୍କ ମୌଖିକ ଲୋକ କଥାଗୁଡ଼ିକର ସାଂସ୍କୃତିକ ଓ ପୌରାଣିକ ଦିଗ ଉପରେ କେନ୍ଦ୍ରିତ ଥିଲା। ପରୀରେ ପ୍ରକାଶିତ ତାଙ୍କର କବିତାଗୁଡ଼ିକ ତାଙ୍କର ଆଗାମୀ ଓ ପ୍ରଥମ କବିତା ସଂଗ୍ରହରୁ ଅଣାଯାଇଛି।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।