ଆମେ-କମ୍ପାନୀର-ଦାସ

Krishna District, Andhra Pradesh

Nov 20, 2018

ଆମେ କମ୍ପାନୀର ଦାସ

ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲାର ମକା ବିହନ ଚାଷୀମାନେ ଏକ ଦୂରନ୍ତ ବିହନ କମ୍ପାନୀଠାରୁ ସେମାନଙ୍କର ପାଉଣା ପାଇବା ପାଇଁ ବର୍ଷାଧିକ କାଳ ଅପେକ୍ଷା କରିଛନ୍ତି । ଏ ପ୍ରକାର ବିଳମ୍ବ ଖୁବ୍ ସାଧାରଣ ଏବଂ ଚାଷୀମାନଙ୍କର କରଜ ଓ କ୍ଷତି କ୍ରମଶଃ ବୃଦ୍ଧି ପାଉଛି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Rahul Maganti

ଆନ୍ଧ୍ର ପ୍ରଦେଶର ବିଜୟୱାଡ଼ାରେ ରହୁଥିବା ରାହୁଲ ମାଗାନ୍ତି ଜଣେ ସ୍ୱାବଲମ୍ବୀ ସାମ୍ବାଦିକ ଏବଂ 2017ର PARI ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।