ଆମେ-ମଦ-ପ୍ରସ୍ତୁତି-ବନ୍ଦ-କଲେ-ମରିଯିବୁ

Jehanabad, Bihar

Jun 08, 2022

‘ଆମେ ମଦ ପ୍ରସ୍ତୁତି ବନ୍ଦ କଲେ ମରିଯିବୁ’

ରାଜ୍ୟରେ ମହୁଆ ମଦର ପ୍ରସ୍ତୁତି ଓ ବିକ୍ରି ଉପରେ ପ୍ରତିବନ୍ଧକ ସତ୍ୱେ ଦାରିଦ୍ର୍ୟ, ସାମାଜିକ କଳଙ୍କ ଏବଂ ନିଯୁକ୍ତି ସୁଯୋଗର ଅଭାବ ବିହାରର ମୁସାହାର ସମ୍ପ୍ରଦାୟକୁ ଏହାର ପ୍ରସ୍ତୁତି କରି ଅର୍ଥ ଉପାର୍ଜନ କରିବାକୁ ବାଧ୍ୟ କରେ

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editor

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।