ଆମେ-ସମର୍ଥନ-ନ-କଲେ-କିଏ-କରିବ-

Sonipat, Haryana

Mar 30, 2021

‘ଆମେ ସମର୍ଥନ ନ କଲେ, କିଏ କରିବ ?’

ବିକ୍ଷୋଭ ଆରମ୍ଭ ହେବା ଦିନଠାରୁ ରୋଜଗାରରେ କ୍ଷତି ହେବା ସତ୍ତ୍ୱେ, ବହୁ କ୍ଷୁଦ୍ର ବ୍ୟବସାୟୀ, ଦୋକାନୀ, ଶ୍ରମିକ ଏବଂ ବୁଲାବିକାଳି, ହରିୟାଣା-ଦିଲ୍ଲୀ ସୀମାରେ ଥିବା ସିଂଘୁ ସୀମାରେ ଚାଷୀଙ୍କ ସହ ଏକଜୁଟତା ପ୍ରଦର୍ଶନ କରିଆସୁଛନ୍ତି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Anustup Roy

ଅନୁଷ୍ଟୁପ୍ ରୟ ହେଉଛନ୍ତି କୋଲକାତାସ୍ଥିତ ଜଣେ ସଫ୍ଟୱେର ଇଞ୍ଜିନିୟର । ଯେତେବେଳେ ସେ କୋଡ୍ ଲେଖନ୍ତି ନାହିଁ ନିଜ କ୍ୟାମେରା ଧରି ସାରା ଭାରତ ବୁଲିଥାନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।