ଇତିହାସ-ଓ-ନିଜକୁ-ସାମ୍ନା-କରିବା

Barpeta, Assam

Mar 18, 2023

ଇତିହାସ ଓ ନିଜକୁ ସାମ୍ନା କରିବା

ଆସାମରେ ନାଗରିକତା ସଂକଟର ଭଉଁରୀରେ ଫସିଥିବା ଲୋକମାନଙ୍କର ମୌଖିକ ସାକ୍ଷ୍ୟ ଆଧାରିତ ଏକ ଭିଡ଼ିଓ ପ୍ରକଳ୍ପ ବ୍ୟକ୍ତିଗତ ଜୀବନ ଓ ଇତିହାସ ଉପରେ ଏହାର ବିନାଶକାରୀ ପ୍ରଭାବକୁ ଦର୍ଶାଇଥାଏ

Want to republish this article? Please write to [email protected] with a cc to [email protected]

Author

Subasri Krishnan

ସୁବଶ୍ରୀ କ୍ରିଷ୍ଣନ ଜଣେ ଚଳଚ୍ଚିତ୍ର ନିର୍ମାତ୍ରୀ ଯାହାଙ୍କ କାର୍ଯ୍ୟ ସ୍ମୃତି, ପ୍ରବାସ ଓ ସରକାରୀ ପରିଚୟ ଦସ୍ତାବିଜର ଯାଞ୍ଚର ଲେନ୍ସ ମାଧ୍ୟମରେ ନାଗରିକତାକୁ ନେଇ ଉଠୁଥିବା ପ୍ରଶ୍ନର ମୁକାବିଲା କରିଥାଏ। ତାଙ୍କର ପ୍ରକଳ୍ପ, ‘ଫେସିଂ ହିଷ୍ଟ୍ରୀ ଏଣ୍ଡ ଓଭରସେଲ୍ଫ’ ଆସାମ ରାଜ୍ୟରେ ଏପରି ବିଷୟବସ୍ତୁର ଅନୁସନ୍ଧାନ କରିତାଏ। ସେ ବର୍ତ୍ତମାନ ନୂଆଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ଠାରେ ଏ.ଜେ.କେ ମାସ୍‌ କମ୍ୟୁନିକେସନ ରିସର୍ଚ୍ଚ ସେଣ୍ଟରରେ ପିଏଚଡି କରୁଛନ୍ତି।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।