ଉତ୍ତରପ୍ରଦେଶରେ-ଆମ-ଗାଁ-ଭିନ୍ନ-ଏକ-ଯୁଗରେ-ବାସ-କରୁଛି

Prayagraj, Uttar Pradesh

Oct 13, 2021

ଉତ୍ତରପ୍ରଦେଶରେ: ‘ଆମ ଗାଁ ଭିନ୍ନ ଏକ ଯୁଗରେ ବାସ କରୁଛି’

ସୋନୁ ଏବଂ ମୀନାଙ୍କ କାହାଣୀ, ଯେଉଁମାନେ ଶୀଘ୍ର ବିବାହ କରିବେ ଯଦିଓ ସେମାନେ ନିଜ କିଶୋର ଅବସ୍ଥାରେ ପ୍ରବେଶ କରିନାହାନ୍ତି, ଏହା ମଧ୍ୟ ପ୍ରୟାଗରାଜ ଗ୍ରାମାଞ୍ଚଳର ଦଳିତ ହାମଲେଟର ଅନେକ ଋତୁମତୀ ଝିଅଙ୍କ କାହାଣୀ ଭଳି

Series Editor

Sharmila Joshi

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ