ଉତ୍ତର-ପ୍ରଦେଶରେ-କିଶୋରୀଙ୍କ-ଋତୁସ୍ରାବ-ସ୍ୱଚ୍ଛତା-ବିପନ୍ନ

Chitrakoot, Uttar Pradesh

Jan 26, 2023

ଉତ୍ତର ପ୍ରଦେଶରେ : କିଶୋରୀଙ୍କ ଋତୁସ୍ରାବ ସ୍ୱଚ୍ଛତା ବିପନ୍ନ

କୋଭିଡ-୧୯ ଆରମ୍ଭ ହେବା ପରଠାରୁ ଉତ୍ତର ପ୍ରଦେଶର ଚିତ୍ରକୂଟ ଜିଲ୍ଲାରେ ଗରିବ ପରିବାର ଝିଅମାନେ ମାଗଣା ସାନିଟାରୀ ନାପକିନ ପାଇବାରୁ ବଞ୍ଚିତ ହେଉଛନ୍ତି। ରାଜ୍ୟ ସରକାରଙ୍କ କିଶୋରୀ ସୁରକ୍ଷା ଯୋଜନା ବନ୍ଦ ହୋଇଯିବା କାରଣରୁ ସେମାନଙ୍କର ଋତୁସ୍ରାବ ସ୍ୱଚ୍ଛତା ବିପନ୍ନ ହୋଇପଡ଼ିଛି

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।