ଉଦୟପୁରରେ-ରାବଣକୁ-ଜୀବିତ-ରଖିବା-ଲାଗି-ଚେଷ୍ଟା

Udaipur, Rajasthan

Feb 27, 2023

ଉଦୟପୁରରେ ରାବଣକୁ ଜୀବିତ ରଖିବା ଲାଗି ଚେଷ୍ଟା

ଭାଓଲିନ ଓ ସେଲୋର ପୂର୍ବଜ ବୋଲି ମନେ କରାଯାଉଥିବା ତାର ଲଗା ଧନୁ ଭଳି ଏକ ବାଦ୍ୟଯନ୍ତ୍ର ରାବଣ ହତ୍‌ଥାର ଅନ୍ତିମ ନିର୍ମାତା ଓ ବାଦକ କୁହାଯାଉଥିବା କିଶନ ଓ ବାବୁଡ଼ିଙ୍କ ଜୀବନୀ ଉପରେ ଏହି ଚଳଚ୍ଚିତ୍ର ଆଧାରିତ

Author

Urja

Translator

OdishaLIVE

Text Editor

Riya Behl

Want to republish this article? Please write to [email protected] with a cc to [email protected]

Author

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Text Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।