ଉନ୍ମୋଚିତ-ହେଲା-କିନ୍ନର-ସମ୍ପ୍ରଦାୟର-ଥିଏଟର୍

Chennai, Tamil Nadu

Mar 31, 2023

ଉନ୍ମୋଚିତ ହେଲା: କିନ୍ନର ସମ୍ପ୍ରଦାୟର ଥିଏଟର୍

କିନ୍ନରମାନେ କଦବା କ୍ୱଚିତ୍ ଥିଏଟରରେ ପ୍ରଦର୍ଶନ କରିବାର ସୁଯୋଗ ପାଆନ୍ତି। ମାର୍ଚ୍ଚ ୩୧ ରେ ଅନୁଷ୍ଠିତ ଇଣ୍ଟରନ୍ୟାସନାଲ୍ ଟ୍ରାନ୍ସଜେଣ୍ଡର୍ ଡେ ଅଫ୍ ଭିଜିବିଲିଟି ଦିବସରେ, ସାନ୍ଦାକାରଙ୍ଗା ଉପରେ ଏକ ଫଟୋ କାହାଣୀ - କିନ୍ନର ସମ୍ପ୍ରଦାୟର ଜୀବନ ଏବଂ ଭେଦଭାବ ବିରୋଧରେ ସେମାନଙ୍କ ସଂଗ୍ରାମ ବିଷୟରେ ଏକ ନାଟକ ପ୍ରଦର୍ଶିତ ହୋଇଛି

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।