ଏବେ-ବି-ମୋ-ହାତରେ-ଜୀବନ-ଅଛି

Kolhapur, Maharashtra

Aug 01, 2022

‘ଏବେ ବି ମୋ ହାତରେ ଜୀବନ ଅଛି’

ମହାରାଷ୍ଟ୍ରର କେହ୍ଲାପୁର ଜିଲ୍ଲାର ରେଣ୍ଡଲ ଗାଆଁରେ ଛଅ ଦଶନ୍ଧି ପୂର୍ବରୁ କାଠରେ ପଦଚାଳିତ ହସ୍ତତନ୍ତ ନିର୍ମାଣ କରାଯାଉଥିଲା ଯାହାକି ଏବେ ମୃତପ୍ରାୟ, ବର୍ତ୍ତମାନ ବଞ୍ଚି ରହିଥିବା ଏହାର ଶେଷ ନିର୍ମାତା ବାପୁ ସୂତାର ଏହି କାରିଗରୀ ବିଷୟରେ ପ୍ରକାଶ କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Editor

Sangeeta Menon

ସଙ୍ଗୀତା ମେନନ ମୁମ୍ବାଇରେ ଅବସ୍ଥାପିତ ଜଣେ ଲେଖିକା, ସମ୍ପାଦିକା ଓ ସଞ୍ଚାର ପରାମର୍ଶଦାତା।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।