ଏବେ-ମୋ-ଛେଳି-ମୋ-ପିଲାଙ୍କ-ଭଳି

Nandubar, Maharashtra

Apr 17, 2020

‘ଏବେ ମୋ ଛେଳି ମୋ ପିଲାଙ୍କ ଭଳି’

ମହାରାଷ୍ଟ୍ରର ନନ୍ଦୁରବର ଜିଲ୍ଲା ଅନ୍ତର୍ଗତ ଧଡ଼ଗାଓଁ ଅଞ୍ଚଳର ଭିଲ ମହିଳାମାନେ ଅପବାଦ, ସାମାଜିକ ବାଛବିଚାର ଏବଂ ବନ୍ଧ୍ୟାତ୍ୱର ପ୍ରଭାବୀ ଚିକିତ୍ସା ଯୋଗାଇ ପାରୁନଥିବା ଗ୍ରାମୀଣ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ନେଇ ସଂଘର୍ଷ କରିଥାନ୍ତି ।

Author

Jyoti

Series Editor

Sharmila Joshi

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor

Hutokshi Doctor

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ