କୋଏମ୍ବାଟୁରରେ-ମୃତ୍ୟୁ-ରୋଗ-ଏବଂ-ଦେବତ୍ୱ

Coimbatore, Tamil Nadu

Jan 11, 2022

କୋଏମ୍ବାଟୁରରେ: ମୃତ୍ୟୁ, ରୋଗ ଏବଂ ଦେବତ୍ୱ

କୋଏମ୍ବାଟୁର ସହରରେ ପ୍ଲେଗ୍‌ ରୋଗର ପ୍ରଭାବ ଧୀରେ ଧୀରେ ଇତିହାସ ଗହ୍ୱରରେ ଲୁଚିଯାଉଛି। ତଥାପି ଏହି ପ୍ରାଣଘାତୀ ରୋଗରୁ ମୁକ୍ତି ପାଇବା ଲାଗି ତିଆରି ହୋଇଥିବା ମନ୍ଦିରକୁ ପୂଜା କରିବା ଲାଗି ବହୁସଂଖ୍ୟାରେ ଲୋକ ଆସୁଛନ୍ତି। ଆଉ ଏବେ ନୂଆ କରି ‘କରୋନା ଦେବୀ’ଙ୍କ ପୂଜା ଆରମ୍ଭ ହୋଇଛି

Want to republish this article? Please write to [email protected] with a cc to [email protected]

Author

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Illustrations

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।