କୋହ୍ଲାପୁରରେ-ଜଳବାୟୁ-ପରିବର୍ତ୍ତନ-ଓ-ମଇଁଷିମାନଙ୍କର-ଉତ୍ପାତ

Kolhapur, Maharashtra

Jul 17, 2019

କୋହ୍ଲାପୁରରେ ଜଳବାୟୁ ପରିବର୍ତ୍ତନ ଓ ମଇଁଷିମାନଙ୍କର ଉତ୍ପାତ

କୋହ୍ଲାପୁରର ରାଧାନଗରୀରେ ମନୁଷ୍ୟ – ବନ୍ୟପ୍ରାଣୀମାନଙ୍କ ମଧ୍ୟରେ ସଂଘର୍ଷ ବଢିବାରେ ଲାଗିଛି. ଯେଉଁଠାରେ ଗଉର୍‌ ମଇଁଷିମାନେ ନିକଟରେ ଥିବା ଚାଷଜମି ମଧ୍ୟକୁ ଅତର୍କିତ ଭାବେ ପଶି ଯାଉଛନ୍ତି । ଜଙ୍ଗଲ ନଷ୍ଟ, ଫସଲ ପରିବର୍ତ୍ତନ, ମରୁଡି ଓ ଜଳବାୟୁ ପରିବର୍ତ୍ତନ ଆଦି କାରଣରୁ ଏହିପରି ଘଟୁଛି ।

Translator

OdishaLIVE

Reporter

Sanket Jain

Series Editors

P. Sainath and Sharmila Joshi

Want to republish this article? Please write to [email protected] with a cc to [email protected]

Reporter

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ