ଗଛ-ମଣିଷ-ଓ-ସଭ୍ୟତା-ସଂପର୍କରେ

Narmada, Gujarat

Sep 16, 2022

ଗଛ, ମଣିଷ ଓ ସଭ୍ୟତା ସଂପର୍କରେ

ଦେହୱାଲି ଭିଲି ଭାଷାରେ ପାଞ୍ଚଟି ଗୀତିଗୁଚ୍ଛରେ ଲିଖିତ ଗୀତଗୁଡ଼ିକର ଶେଷ ଓ ପଞ୍ଚମ ଗୀତିଗୁଚ୍ଛରେ ଆଦିବାସୀ ସମାଜ ବିକାଶର ମନଲୋଭା ଧାରଣା ଦ୍ଵାରା ପରିଚାଳିତ ହେବା ଯୋଗୁଁ ଆଦିବାସୀ ପରିଚୟକୁ ଘେନି ବଢୁଥିବା ବିବାଦ ପ୍ରତି ଜଣେ କବିଙ୍କର ତୀର୍ଯ୍ୟକ ଦୃଷ୍ଟିପାତ

Want to republish this article? Please write to [email protected] with a cc to [email protected]

Poem and Text

Jitendra Vasava

ଜିତେନ୍ଦ୍ର ବାସବ ଗୁଜରାଟ ନର୍ମଦା ଜିଲ୍ଲାର ମହୁପଡ଼ା ଗାଁର ଜଣେ କବି, ଯିଏ ଦେହୱାଲି ଭିଲି ଭାଷାରେ ଲେଖନ୍ତି। ସେ ଆଦିବାସୀ ସାହିତ୍ୟ ଏକାଡେମୀ (୨୦୧୪) ର ପ୍ରତିଷ୍ଠାତା ସଭାପତି ଏବଂ ଆଦିବାସୀ ସ୍ୱରଗୁଡ଼ିକ ଉଦ୍ଦେଶ୍ୟରେ ସମର୍ପିତ ଏକ କବିତା ପତ୍ରିକା ଲାଖାରାର ସମ୍ପାଦକ। ସେ ମଧ୍ୟ ଆଦିବାସୀ ମୌଖିକ ସାହିତ୍ୟ ଉପରେ ଚାରିଟି ପୁସ୍ତକ ପ୍ରକାଶିତ କରିଛନ୍ତି। ତାଙ୍କର ଡକ୍ଟରେଟ ଗବେଷଣା ନର୍ମଦା ଜିଲ୍ଲାର ଭିଲମାନଙ୍କ ମୌଖିକ ଲୋକ କଥାଗୁଡ଼ିକର ସାଂସ୍କୃତିକ ଓ ପୌରାଣିକ ଦିଗ ଉପରେ କେନ୍ଦ୍ରିତ ଥିଲା। ପରୀରେ ପ୍ରକାଶିତ ତାଙ୍କର କବିତାଗୁଡ଼ିକ ତାଙ୍କର ଆଗାମୀ ଓ ପ୍ରଥମ କବିତା ସଂଗ୍ରହରୁ ଅଣାଯାଇଛି।

Painting

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।