ଗଭୀର-ଜଳରେ-ଜାମନଗରର-ସନ୍ତରଣକାରୀ-ଓଟ

Jamnagar, Gujarat

Oct 14, 2022

ଗଭୀର ଜଳରେ ଜାମନଗରର ‘ସନ୍ତରଣକାରୀ ଓଟ’

ରାଜ୍ୟ ସରକାରଙ୍କ ନୀତି ପଶୁପାଳକ ସମୁଦାୟଙ୍କ ପାରମ୍ପରିକ ଜ୍ଞାନକୁ ପ୍ରତ୍ୟାଖ୍ୟାନ କରିବା କାରଣରୁ ଗୁଜରାଟ ଜାମନଗରର ସାମୁଦ୍ରିକ ଜାତୀୟ ଉଦ୍ୟାନ ଓ ଅଭୟାରଣ୍ୟ ଆଖପାଖରେ ରହୁଥିବା ଖରାଇ ଓଟ ଏବଂ ସେମାନଙ୍କ ପାଳକମାନଙ୍କର ଜୀବନ ବିପନ୍ନ ହୋଇପଡ଼ିଛି

Photo Editor

Binaifer Bharucha

Translator

OdishaLIVE

Photos and Text

Ritayan Mukherjee

Video

Urja

Want to republish this article? Please write to [email protected] with a cc to [email protected]

Photos and Text

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Video

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।